ବିଜେଡିରେ ମିଶିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର

ପାଟକୁରାର ବିକାଶକୁ ଆଗକୁ ନେବି। ଆଶା କରୁଛି ନବୀନବାବୁଙ୍କ ଆଶୀର୍ବାଦ ମୋ ଉପରେ ରହିବ।

ବିଜେଡିରେ ମିଶିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର

ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗୁରୁବାର ବିଜେଡିରେ ଯୋଗ ଦେଇଛନ୍ତି। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ବିଧିବଦ୍ଧ ଭାବେ ବିଜୟ ମହାପାତ୍ରଙ୍କ ପୁଅ ହେଲେ ସାମିଲ। ଶତାଧିକ କର୍ମୀଙ୍କ ସହ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହେଲେ। ମୁଖ୍ୟମନ୍ତ୍ରୀଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡିରେ ସାମିଲ ହୋଇଛନ୍ତି।

ପାଟକୁରାର ବିକାଶକୁ ଆଗକୁ ନେବି। ଆଶା କରୁଛି ନବୀନବାବୁଙ୍କ ଆଶୀର୍ବାଦ ମୋ ଉପରେ ରହିବ।