ଗ୍ୟାସ କଟରରେ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା

ଗ୍ୟାସ କଟରରେ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା ।

ଗ୍ୟାସ କଟରରେ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା

ଗ୍ୟାସ କଟରରେ ଏଟିଏମ କାଟି ନେଇଗଲେ ୨୦ ଲକ୍ଷରୁ ଅଧିକ ଟଙ୍କା । ବାଲେଶ୍ୱର ଜିଲ୍ଲା ଖଇରା ତୁଡ଼ିଗଡିଆ ବଜାର ଥିବା ଆକ୍ସିସ ବ୍ୟାଙ୍କରୁ ଲୁଟ ହୋଇଛି । ଗତକାଲି ବିଳମ୍ବିତ ରାତିରେ ଦୁଇଟି ବୁଲେରୋରେ ୬ରୁ ଅଧିକ ଲୁଟେରା ଆସିଥିଲେ। ଲୁଟ ପରେ ଲୁଟେରା ମାନେ ଦୁଇଟି ବୋମା ଫୁଟାଇଥିବା ଜଣାପଡିଛି । ସ୍ଥାନୀୟଲୋକେ ପୋଲିସକୁ ଖବର ଦେବା ପରେ ପୋଲିସ ପହଁଚି ଛାନଭିନ ଆରମ୍ଭ କରିଛି ।

ଖଇରା ଅଂଚଳରେ ଦିନକୁ ଦିନ ଚୋରି ଡକାୟତ ବଢିବାରେ ଲାଗିଛି ଯାହାକୁ ସ୍ଥାନୀୟ ଲୋକ ମାନେ ଭୟଭୀତ ଥିବା କହିଛନ୍ତି ।