ଆସନ୍ତାକାଲି 4 ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ଆସନାକାଲି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ

ଆସନ୍ତାକାଲି 4 ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ

ବିଶେଷ ସୂଚନା ଆସନାକାଲି ତା୦୩.୦୧.୨୦୨୪ ରିଖ ବୁଧବାର ପୌଷ:କୃଷ୍ଣ ସପ୍ତମୀ ତିଥ୍‌ ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ ଏଣୁ ଦ୍ଵିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୪.୦୦ ଟିକା ଠାରୁ ରାତ୍ର ଘ. ୮.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।