ବିଜେଡି ର ଚତୁର୍ଥ ପର୍ଯ୍ୟାୟ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା

ବିଜେଡି ର ଚତୁର୍ଥ ପର୍ଯ୍ୟାୟ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା
ଆଉ ୯ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି ।
ଲକ୍ଷ୍ମୀପୁରରୁ ପ୍ରଭୁ ଜାନି,
ପାରାଦୀପ- ଗୀତାଞ୍ଜଳି ରାଉତରାୟ
ସମ୍ବଲପୁର- ପ୍ରସନ୍ନ ଆଚାର୍ଯ୍ୟ
ରେଢ଼ାଖୋଲ- ରୋହିତ ପୂଜାରୀ
ତେଲକୋଇ- ମାଧବ ସର୍ଦ୍ଦାର
ତାଳଚେର- ବ୍ରଜ ପ୍ରଧାନ
ନର୍ଲା- ମନୋରମା ମହାନ୍ତି
ବାଲିଗୁଡ଼ା- ଚକ୍ରମଣି କହଁର
ଭୁବନେଶ୍ବର ମଧ୍ୟ- ଅନନ୍ତ ନାରାୟଣ ଜେନା