କାଲି ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ରଘୁବର ଦାସ
ଆସନ୍ତାକାଲି ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ରଘୁବର ଦାସ ।

ଆସନ୍ତାକାଲି ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ରଘୁବର ଦାସ । ପ୍ରଥମେ ରାଜ୍ୟପାଳ ଟ୍ରେନରେ ଆସି ପୁରୀରେ ମହାପ୍ରଭୁଙ୍କ ଦର୍ଶନ କରିବେ । ପରେ ଭୁବନେଶ୍ୱର ଆସି ରାଜଭବନରେ କରିବେ ରାତି ଯାପନ । ଭୁବନେଶ୍ୱରରେ ଲିଙ୍ଗରାଜଙ୍କ ଦର୍ଶନ କରିବା ପରେ ମଙ୍ଗଳବାର ଦିନ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ବୋଲି ଜଣାପଡ଼ିଛି ।