କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ହାଇକୋର୍ଟଙ୍କ ବଡ ରାୟ

କନିଷ୍ଠ ଶିକ୍ଷକ ନିଯୁକ୍ତି ନେଇ ଆଜି ହାଇକୋର୍ଟ ଦେଇଛନ୍ତି ଗୁରୁତ୍ୱପୂର୍ଣ୍ଣ ରାୟ । ଓସେପା ପକ୍ଷରୁ ପ୍ରକାଶ ପାଇଥିବା ମେଧା ତାଲିକାକୁ ଖାରଜ କରି ଜିଲ୍ଲା ବାରି ତାଲିକା ପ୍ରସ୍ତୁତ କରି ସାନି ମେରିଟ୍ ଲିଷ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।ପୂର୍ବରୁ କନିଷ୍ଠ ଶିକ୍ଷକ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହୋଇ ମାମଲା ଦାଏର ହୋଇଥିଲା ।