ଆଜିର ରାଶିଫଳ

ଆଜିର ରାଶିଫଳ

*ମହାବୀର ପଞ୍ଜିକା*

 *✧═════•❁❀❁•═════✧*   

 *ଅଦ୍ୟ ଅକ୍ଟୋବର ମାସ ୧୬ ତାରିଖ ୨୦୨୩ ମସିହା(ସୋମବାର)*

*ଶକାବ୍ଦ -୧୯୪୫* 

*ସମ୍ବତ -୨୦୮୦*

*ଦିଲ୍ଲୀସ୍ୱରାଦ୍ଧ-୧୪୩୧*

*ସମ୍ବତ୍ସର-ପିଙ୍ଗଳ*

*ଆଶ୍ୱିନମାସ- ଶୁକ୍ଲପକ୍ଷ*

*ତିଥି- ଦ୍ଵିତୀୟା ରାତ୍ରି ଘ୦୧/୦୦ ପର୍ଯ୍ୟନ୍ତ ତଦନ୍ତେ ତୃତୀୟା*

*ନକ୍ଷତ୍ର- ସ୍ଵାତୀ ରାତ୍ରି ଘ ୦୮/୦୬ ପର୍ଯ୍ୟନ୍ତ ତଦନ୍ତେ ବିଶାଖା*

*ଚନ୍ଦ୍ର-ତୁଳା*

*ଯୋଗ- ବିସ୍କୁମ୍ଭ*

*କରଣ - ବାଳବ*

*ସୌରମାସ- କନ୍ୟା ୩୦ ଦିନ*

*✧═════•❁❀❁•═════✧*

*ସୁର୍ୟୋଦୟ-ପ୍ରାତଃ ଘ୦୫/୪୬/୦୯*

*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୨୧/୨୯*

*✧═════•❁❀

*ଯୋଗିନୀ ଉତ୍ତରେ ରାତ୍ରି ଘ୦୧/୦୦ ପର୍ଯ୍ୟନ୍ତ ତଦନ୍ତେ ଅଗ୍ନିକୋଣେ*

 *ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ* 

*ମିଥୁନ ରାଶିର ଘାତବାର* 

*ପୁଷ୍କର - ମୃତେ ଏକପାଦ ଦୋଷ ରାତ୍ରି ଘ୦୮/୦୭ ଗତେ ଦ୍ୱିପାଦ ଦୋଷ*

✧═════•❁❀❁•═══

*କାଳବେଳା -ଦିବା ଘ୦୭/୧୩ ଗତେ ଘ ୦୮/୪୦ ମଧ୍ୟେ*

*ବାରବେଳା - ଦିବା ଘ୦୨/୨୩ ଗତେ ଘ ୦୩/୫୧ ମଧ୍ୟେ*

══•❁❀❁•═

*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୧୨ ମଧ୍ୟେ ଓ ଘ୦୮/୫୭ ଗତେ ଘ୧୧/୨୧ ମଧ୍ୟେ ରାତ୍ରି ଘ୦୭/୪୨ ଗତେ ଘ୧୦/୫୬ ମଧ୍ୟେ*

*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି* 

═✧*══•❁❀❁•═════✧

*ଅଦ୍ୟ ବାଇଗଣ ଭକ୍ଷଣ ନିଷେଧ*

*═✧*══•❁❀❁•═════✧

 *ଡ:ବାୟୁନନ୍ଦନ ମିଶ୍ର*  

 *ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର* 

*ଅଦୃଶ୍ୟଶକ୍ତି ଭବନ*

*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*

*ମୋବାଇଲ-9437064130*

*www.adrushyashaktiastro.com*

*✧═════•❁❀❁•═════✧*  

*꧁ ଆଜିର ରାଶିଫଳ꧂*

        *✧═════•❁❀❁•═════✧*

*ମେଷ:ଆଜି ସକାଳୁ ସକାଳୁ ଦେବଦର୍ଶନ ର ସୁଯୋଗମିଳିବ ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ ଯେଉଁକାମ କରିବେ, ବାଧାର ସମ୍ମୁଖୀନ ହେବେନାହିଁ। ବିରୋଧୀ ଆପଣଙ୍କର କ୍ଷତି କରିବା ଲାଗି ଅସଫଳ ପ୍ରୟାସ କରିବେ।*

*✧═════•❁❀❁•═════✧*

*ବୃଷ: ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।* 

*✧═════•❁❀❁•═════✧*

*ମିଥୁନ: ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।* 

*✧═════•❁❀❁•═════✧*

*କର୍କଟ: ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।* 

*✧═════•❁❀❁•═════✧*

*ସି˚ହ: ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ। କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।*

*✧═════•❁❀❁•═════✧*

*କନ୍ୟା: ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।* 

*✧═════•❁❀❁•═════✧*

*ତୁଳା: ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।* 

*✧═════•❁❀❁•═════✧*

*ବିଛା: ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।* 

*✧═════•❁❀❁•═════✧*

*ଧନୁ: ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।* 

*✧═════•❁❀❁•═════✧*

*ମକର: ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।*

*✧═════•❁❀❁•═════✧*

*କୁମ୍ଭ: ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।* 

*✧═════•❁❀❁•═════✧*

*ମୀନ: ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।*

*✧═════•❁❀❁•═════✧*