ମାର୍ଚ୍ଚରେ ୪୦ ଚୁଇଁବ ପାରଦ

ପାଣିପାଗ ବିଭାଗର ଆକଳନ ଅନୁସାରେ ମାର୍ଚ୍ଚ ମାସରେ ଉପରମୁହାଁ ହେବ ପାରଦ

ମାର୍ଚ୍ଚରେ ୪୦ ଚୁଇଁବ ପାରଦ

ପାଣିପାଗ ବିଭାଗର ଆକଳନ ଅନୁସାରେ ମାର୍ଚ୍ଚ ମାସରେ ଉପରମୁହାଁ ହେବ ପାରଦ । ଉଭୟ ଦିନ ଓ ରାତିରେ ତାପମାତ୍ରା ବୃଦ୍ଧି ପାଇବ । ଆଗାମୀ ୪ ଦିନ ଯାଏଁ ପ୍ରାୟ ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା । ୪୦ ଡିଗ୍ରୀ ତାତିରେ ଆଉଟ ପାଉଟ ହେବ ଓଡିଶା । ତାପମାତ୍ରା ବୃଦ୍ଧି ରାଜ୍ୟବାସୀଙ୍କୁ ଚିନ୍ତାରେ ପକାଇ ଦେଇଛି ।