ଡାକ ଟିକେଟ୍ ଆମର ଅସ୍ମିତା, ଗୌରବ, ସ୍ୱାଭିମାନ, ସମ୍ମାନ ଓ ପରିଚୟର ପ୍ରତୀକ

ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଭିସି ଜରିଆରେ ଉପସ୍ଥିତ କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ
ଅଶ୍ବିନୀ ବୈଷ୍ଣବ ଙ୍କ ସହ ସନ୍ଥକବି ଭୀମ ଭୋଇ ଓ ସ୍ୱଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ଡାକ ଟିକେଟର ଉନ୍ମୋଚନ ସହ ସମ୍ବଲପୁର, ବରଗଡ଼, ଦେବଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦଘାଟନ କରି ଅତ୍ୟନ୍ତ ଆନନ୍ଦିତ ।