ଦେଶରେ ପ୍ରଥମ ଥର ପାଣି ଭିତରେ ଚାଲିଲା ଟ୍ରେନ୍

ପ୍ରଧାନମନ୍ତ୍ରୀ ମୋଦୀ ଆଜି କୋଲକାତାରେ ଦେଶର ପ୍ରଥମ ଅଣ୍ଡରୱାଟର ଟନେଲ ମେଟ୍ରୋ ଉଦଘାଟନ କରିବା ସହ ନିଜେ ଯାତ୍ରା କରିଛନ୍ତି ।

ଦେଶରେ ପ୍ରଥମ ଥର ପାଣି ଭିତରେ ଚାଲିଲା ଟ୍ରେନ୍

ପ୍ରଧାନମନ୍ତ୍ରୀ ମୋଦୀ ଆଜି କୋଲକାତାରେ ଦେଶର ପ୍ରଥମ ଅଣ୍ଡରୱାଟର ଟନେଲ ମେଟ୍ରୋ ଉଦଘାଟନ କରିବା ସହ ନିଜେ ଯାତ୍ରା କରିଛନ୍ତି । ମୋଦୀ ଏହି ମେଟ୍ରୋରେ ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ଯାତ୍ରା କରିଛନ୍ତି । ଏହି ଅଣ୍ଡରଗ୍ରାଉଣ୍ଡ ମେଟ୍ରୋ ମାତ୍ର ୪୫ ସେକେଣ୍ଡେରେ ହୁଗଲି ନଦୀ ତଳେ ୫୨୦ ମିଟର ଦୂରତା ଅତିକ୍ରମ କରିପାରିବ ।