Deogarh
ଦେବଗଡରେ ହାତୀଦାନ୍ତ କାରବାର ଚାଲିଥିଲା ବେଳେ ୩ ଜଣ ଗିରଫ
ହାତୀଦାନ୍ତ ଡିଲ୍ କରୁଥିବା ବେଳେ ୩ ଜଣଙ୍କୁ ଗିରଫ କରିଛି ବନ ବିଭାଗ
ଦ୍ଵିତୀୟ ଶ୍ରେଣୀର ଶିଶୁକନ୍ୟାକୁ ଦୁଷ୍କର୍ମ କଲା ସମ୍ପର୍କୀୟ ମାମୁଁ
ଶିଶୁକନ୍ୟା ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଜିଲ୍ଲାମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ମନ୍ଦିରରେ କାଉଡ଼ିଆ ମୃତ
ଦେବଗଡ଼ ସ୍ଥିତ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଝାଡ଼େଶ୍ୱର ମନ୍ଦିରରେ ଶୋଇଥିବା ଅବସ୍ଥାରେ ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି
କାରାଗାରରେ ବନ୍ଦୀ ମୃତ
ଦେବଗଡ଼ ସ୍ୱତନ୍ତ୍ର ଉପ କାରାଗାରରେ ଏକ ହତ୍ୟା ମାମଲାରେ ଆଜୀବନ ସଜା ଭୋଗୁଥିବା ଜଣେ ବନ୍ଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି ।