State

ଲୋକସେବା ଭବନରେ ଲାଗିଲା ନିଆଁ

ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାର ପ୍ରଥମ ମହଲାରେ ନିଆଁ ଲାଗି ଥିବା ଜଣାପଡ଼ିଛି।

ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍‌

ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍ । ଜାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜ୍‌ରେ ଲଟକି ରହିଛି ବସ୍ ।

ସମସ୍ତ ଜିଲ୍ଲାରେ ବୁଲିବା ଆରମ୍ଭ କଲା ସାଇବର ସୁରକ୍ଷା ରଥ

ଅକ୍ଟୋବର ୧୫ ପର୍ଯ୍ୟନ୍ତ ବୁଲିବ ୩୪ଟି ସାଇବର ସୁରକ୍ଷା ରଥ

ଭୁବନ ମହିଳା ମହାବିଦ୍ୟାଳୟରେ "ସ୍ବଚ୍ଛତା ହିଁ ସେବା" ଅନୁଷ୍ଠିତ

ଭୁବନ ମହିଳା ଡିଗ୍ରୀ ମହାବିଦ୍ୟାଳୟରେ ପବିତ୍ର ଗାନ୍ଧୀ ଜୟନ୍ତୀ ଅବସରରେ ଏନ୍ ଏସ ଏସ (ଜାତୀୟ ସେବା ଯୋଜନା ) ୟୁନିଟ ପକ୍ଷରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ...

‘ଲକ୍ଷ୍ମୀ’ ଯୋଜନାକୁ ବିରୋଧ : କୋରାପୁଟରେ ବସ୍ ଧର୍ମଘଟ

‘ଲକ୍ଷ୍ମୀ’ଯୋଜନାକୁ ବିରୋଧ କରି ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ଘରୋଇ ବସ ଚଳାଚଳ ବନ୍ଦ ରହିବ

ଆଜି ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଆଜି  ଐତିହାସିକ ଲକ୍ଷ୍ମୀ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସୌମ୍ୟରଞ୍ଜନଙ୍କୁ ନେଇ ଆସିଲା ବଡ଼ ଖବର

ସମ୍ବାଦ ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଲେ ସୌମ୍ୟରଞ୍ଜନ ପଟ୍ଟନାୟକ

ବିଜେଡିର ଜନସଂପର୍କ ଯାତ୍ରା ଆରମ୍ଭ

ଗାନ୍ଧୀ ଜୟନ୍ତୀ ଅବସରରେ ଆଜିଠାରୁ ବିଜେଡିର ଜନସଂପର୍କ ଯାତ୍ରା ଆରମ୍ଭ ହୋଇଛି।

ବାଡ଼ି ପଛରେ ବଉଳା କୁମ୍ଭୀର, ଉଦ୍ଧାର କଲା ବନବିଭାଗ

କେନ୍ଦ୍ରାପଡ଼ା ରାଜନଗର ବ୍ଲକ ଅନ୍ତର୍ଗତ ଚାନ୍ଦିବାଉଁଶମୂଳ ପଞ୍ଚାୟତ ଯଦୁଚନ୍ଦ୍ରପୁର ଗାଁରୁ ପୁଣି ଏକ ବିରାଟ ବଉଳା କୁମ୍ଭୀର ଉଦ୍ଧାର ହୋଇଛି

ଏଥର ୭ ନୁହେଁ, ୮ ଦିନ ଚାଲିବ କଳିଙ୍ଗ ବାଲିଯାତ୍ରା

ବନ୍ଦର ନଗରୀ ପାରାଦ୍ବୀପ ସମୁଦ୍ରକୂଳରେ ଜମିବ ଯାତ୍ରା

ଭୁବନ ହାଇସ୍କୁଲ ପ୍ଲାଟିନମ୍ ଜୁବଲି ମହୋତ୍ସବ ପ୍ରସ୍ତୁତି ବୈଠକ 

ଡିସେମ୍ବର ୯ ଉଦଘାଟନ ଓ ୧୦ ଉଦଯାପନ ଉତ୍ସବ , ଅକ୍ଟୋବର ୨୨ ରେ ଚୁଡାନ୍ତ ବୈଠକ 

ଏଟିଏମ୍‌ ଭାଙ୍ଗି ଟଙ୍କା ଲୁଟ୍‌

ବାଲେଶ୍ୱରର ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିର ନିକଟରେ ଥିବା ଏସ୍‌ବିଆଇ ଏଟିଏମ୍‌ରୁ ଲୁଟ୍ ହୋଇଛି

ମଝି ଚିଲିକାରେ ଫସିଲା ଡଙ୍ଗା

ମଝି ଚିଲିକାରେ ଫସିଲା ଡଙ୍ଗା, ଅଟକି ରହିଛନ୍ତି ୬୦ ଯାତ୍ରୀ

ହଜ ନୂଆ ସାହି ଠାରେ ସ୍ୱଛ ଭାରତ ଅଭିଯାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ ରେ ଗାନ୍ଧୀ ଜୟନ୍ତୀ ଅବ୍ୟବହିତ ପୂର୍ବରୁ ସ୍ୱଛ ଭାରତ ଅଭିଯାନ ଆରମ୍ଭ ହୋଇଛି।

କଟକ ବଡ଼ ମେଡିକାଲରେ ବିଦ୍ୟୁତ୍‌ ବିଭ୍ରାଟ

ଲାଇନ୍ ନଥିବାରୁ ଘଣ୍ଟା ଘଣ୍ଟା ଧରି ଅନ୍ଧାରରେ ରହିବା ସହ ବିନା ଲାଇଟ୍ ଓ ଫ୍ୟାନରେ ରୋଗୀଙ୍କୁ ହଇରାଣ ହେବାକୁ ପଡ଼ିଛି

ରାସ୍ତା କଡ ରୁ ଉଦ୍ଧାର ହେଲା ନବଜାତ ଶିଶୁପୁତ୍ର

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ଥାନା ଅନ୍ତର୍ଗତ ଟେଭାପଦର୍ ରାସ୍ତା କଡ଼ରୁ ଏକ ବ୍ୟାଗ ଭିତରେ ଭର୍ତ୍ତି କରାଯାଇ ଥିବା ନବ ଜାତ ଶିଶୁ ପୁତ୍ର...

ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆଜି ନବୀନ ନିବାସ ଠାରେ ଜନଜାତି ଭାଷା ସଂସ୍କୃତି ପ୍ରତିଷ୍ଠାନ ପକ୍ଷରୁ ପ୍ରକାଶିତ ସାନ୍ତାଳୀ-ଓଡିଆ-ଇଂରାଜୀ ଶଦ୍ଦକୋଷକୁ...

ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକ ଙ୍କ ଭୁବନ ଗସ୍ତ

ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଏକ ସ୍ଵତନ୍ତ୍ର ଗସ୍ତ କରି ଆଜି (ଶନିବାର) ଅପରାହ୍ନ ରେ ଭୁବନ ରେ ପହଞ୍ଚିଥିଲେ