NEET-UG ପରୀକ୍ଷା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ପୁନଃପରୀକ୍ଷା କରିବାକୁ ମନା କଲେ ସର୍ବୋଚ୍ଚ ଅଦାଲତ।

NEET-UG ପରୀକ୍ଷା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

NEET-UG ପରୀକ୍ଷା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ। ପୁନଃପରୀକ୍ଷା କରିବାକୁ ମନା କଲେ ସର୍ବୋଚ୍ଚ ଅଦାଲତ। ମେଡ଼ିକାଲ ପ୍ରବେଶିକା ପରୀକ୍ଷାରେ ପ୍ରଶ୍ନପତ୍ର ଲିକ୍ ସହ ବ୍ୟାପକ ଅନିୟମିତତା ଦର୍ଶାଇ ପୁନଃପରୀକ୍ଷା କରିବାକୁ ଦାବି ହୋଇଥିଲା।

ଆଜି ସୁପ୍ରିମକୋର୍ଟ ଏହି ଆବେଦନ ଉପରେ ବିଚାର କରି ପୁନଃପରୀକ୍ଷା ହେବାର ଆବଶ୍ୟକତା ନାହିଁ ବୋଲି କହିଛନ୍ତି।