ବିଶିଷ୍ଟ ଓଡ଼ିଆ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ
ବିଶିଷ୍ଟ ଓଡ଼ିଆ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ

ସଙ୍ଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ । ଦୀର୍ଘଦିନ ଧରି କ୍ୟାନସରରେ ପୀଡ଼ିତ ଥିଲେ ସ୍ୱରୂପ । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ବହୁ ଓଡ଼ିଆ ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ସ୍ୱରୂପ ।
ଓଡ଼ିଆ ଆଧୁନିକ ସଙ୍ଗୀତର ସ୍ରଷ୍ଟା ଥିଲେ ସ୍ୱରୂପ ନାୟକ । ୧୯୮୪ରେ ହୀରାନୀଳା ଫିଲ୍ମରେ ସଙ୍ଗୀତ ନିର୍ଦ୍ଦେଶନା ଥିଳା ତାଙ୍କର ଡେବ୍ୟୁ । ସହର ଜଳୁଛି, ଲାଲ୍ ପାନ ବିବି । ୧୯୬୨ ଜୟଦେବ ଫିଲ୍ମରେ ଶିଶୁ କଳାକାର ଭାବେ ମଧ୍ୟ ସେ କାମ କରିଥିଲେ