ଆଜିର ରାଶିଫଳ
ଡିସେମ୍ବର ମାସ ୧୬ ତାରିଖ ୨୦୨୩ ମସିହା (ଶନିବାର)

ମହାବୀର ପଞ୍ଜିକା
✧═════•❁❀❁•═════✧
ଅଦ୍ୟ ଡିସେମ୍ବର ମାସ ୧୬ ତାରିଖ ୨୦୨୩ ମସିହା(ଶନିବାର)
ଶକାବ୍ଦ -୧୯୪୫
ସମ୍ବତ -୨୦୮୦
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-ପିଙ୍ଗଳ
ମାର୍ଗଶିରମାସ-ଶୁକ୍ଳପକ୍ଷ
ତିଥି- ଚତୁର୍ଥୀ ରାତ୍ରି ଘ ୦୮/୧୮ ପର୍ଯ୍ୟନ୍ତ ତଦନ୍ତେ ପଞ୍ଚମୀ
ନକ୍ଷତ୍ର- ଉତ୍ତରାଷାଢ଼ା ଦିବା ଘ ୦୭/୦୮ ପର୍ଯ୍ୟନ୍ତ ତଦନ୍ତେ ଶ୍ରାବଣ।
ଚନ୍ଦ୍ର- ମକର
ଯୋଗ- ଧୃବ
କରଣ - ବ୍ୟାଘାତ
ସୌରମାସ- ଧନୁ ୦୧ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୧୮/୦୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୭/୦୯
*✧═════•❁❀
ଯୋଗିନୀ ନୈରୁତେ ରାତ୍ରି ଘ୦୮/୧୭ ଗତେ ଦକ୍ଷିଣେ
ଚତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ସିଂହ ରାଶିର ଘାତଚନ୍ଦ୍ର
ବୃଷ,ସିଂହ ଓ କନ୍ୟା ଘାତବାର
✧═════•❁❀❁•═══
କାଳବେଳା - ଦିବା ଘ୦୭/୩୮ ମଧ୍ୟେ ଓ ଦିବା ଘ୦୩/୪୫ ଗତେ ଘ୦୫/୦୬ ମଧ୍ୟେ
ବାରବେଳା - ଦିବା ଘ୦୧/୦୦ ଗତେ ଘ୦୨/୦୦ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୭/୫୩ ଗତେ ଘ ୧୦/୨୦ ମଧ୍ୟେ ଓ ଘ୧୨/୪୦ ଗତେ ଘ ୦୧/୦୦ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ରାତ୍ରି ଘ୦୧/୫୩ ଗତେ ଘ ୦୨/୪୨ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ମୂଳା ଭକ୍ଷଣ ନିଷେଧ
*═✧*══•❁❀❁•═════✧
ଡ:ବାୟୁନନ୍ଦନ ମିଶ୍ର
ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର
ଅଦୃଶ୍ୟଶକ୍ତି ଭବନ
ଇଟାମୁଣ୍ଡଳୀ, ହଳଦିଆ, କଟକ-୭୫୪୨୦୭
ମୋବାଇଲ-9437064130
www.adrushyashaktiastro.com
✧═════•❁❀❁•═════✧
꧁ ଆଜିର ରାଶିଫଳ꧂
✧═════•❁❀❁•═════✧
ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════✧
ବୃଷ : ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
✧═════•❁❀❁•═════✧
ମିଥୁନ : ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════✧
କର୍କଟ : ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════✧
ସିଂହ : ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
✧═════•❁❀❁•═════✧
କନ୍ୟା : ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
✧═════•❁❀❁•═════✧
ତୁଳା : ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
✧═════•❁❀❁•═════✧
ବିଛା : ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
✧═════•❁❀❁•═════✧
ଧନୁ : ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
✧═════•❁❀❁•═════✧
ମକର : ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════✧
କୁମ୍ଭ : ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════✧
ମୀନ : ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।