ଆଜି ର ରାଶିଫଳ
ଅଦ୍ୟ ମଇ ମାସ ୨୦ ତାରିଖ ୨୦୨୩ ମସିହା(ଶନିବାର)

ମହାବୀର ପଞ୍ଜିକା*
*✧═════•❁❀❁•═════✧*
*ଅଦ୍ୟ ମଇ ମାସ ୨୦ ତାରିଖ ୨୦୨୩ ମସିହା(ଶନିବାର)*
*ଶକାବ୍ଦ -୧୯୪୪*
*ସମ୍ବତ -୨୦୮୦*
*ଦିଲ୍ଲୀସ୍ୱରାଦ୍ଧ-୧୪୩୦*
*ସମ୍ବତ୍ସର-ଅନଳ*
*ଜ୍ୟେଷ୍ଠ ମାସ-ଶୁକ୍ଳପକ୍ଷ*
*ତିଥି- ପ୍ରତିପଦ ରାତ୍ରି ଘ୦୯/୧୯ ପର୍ୟ୍ୟନ୍ତ ତଦନ୍ତେ ଦ୍ଵିତୀୟ*
*ନକ୍ଷତ୍ର- କୃତ୍ତିକା ଦିବା ଘ୦୮/୩୦ ପର୍ୟ୍ୟନ୍ତ ତଦନ୍ତେ ରୋହିଣୀ*
*ଚନ୍ଦ୍ର- ବୃଷ*
*ଯୋଗ- ଅତିଗଣ୍ଡ*
*କରଣ - କିଂସ୍ତୁଗ୍ନ*
*ସୌରମାସ- ବୃଷ ୦୬ ଦିନ*
*✧═════•❁❀❁•═════✧*
*ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୫୧*
*ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୩/୧୮*
*✧═════•❁❀
*ଯୋଗିନୀ ପୂର୍ବେ ରାତ୍ରି ଘ୦୯/୧୯ ପର୍ୟ୍ୟନ୍ତ ତଦନ୍ତେ ଉତ୍ତରେ*
*ବିଛା ରାଶିର ଘାତଚନ୍ଦ୍ର*
*ବୃଷ,ସିଂହ ଓ କନ୍ୟା ରାଶିର ଘାତବାର*
*ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ*
✧═════•❁❀❁•═══
*କାଳବେଳା - ଦିବା ଘ୦୬/୫୨ ମଧ୍ୟେ ଓ ଘ୦୪/୩୭ ଗତେ ଘ୦୬/୧୫ ମଧ୍ୟେ*
*ବାରବେଳା - ଘ୦୧/୨୩ ଗତେ ଘ୦୩/୦୨ ମଧ୍ୟେ*
══•❁❀❁•═
*ବିଶୁଦ୍ଧ ଅମୃତ ବେଳ। - ଦିବା ଘ୦୩/୦୩ ଗତେ ଘ୦୪/୩୬ ମଧ୍ୟେ ଓରାତ୍ରୀ ଘ୦୭/୦୧ ଗତେ ଘ୦୭/୫୦ ମଧ୍ୟେ*
*ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ଦିବା ଘ୦୯/୧୩ ଗତେ ଘ୧୧/୩୮ ମଧ୍ୟେ*
═✧*══•❁❀❁•═════✧
*ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ*
*═✧*══•❁❀❁•═════✧
*ଡ:ବାୟୁନନ୍ଦନ ମିଶ୍ର*
*ଜ୍ୟୋତିଷ ଓ ବାସ୍ତୁ ପରାମର୍ଶକେନ୍ଦ୍ର*
*ଅଦୃଶ୍ୟଶକ୍ତି ଭବନ*
*ଇଟାମୁଣ୍ଡଳୀ, ହଳଦିଆ*, *କଟକ-୭୫୪୨୦୭*
*ମୋବାଇଲ-9437064130*
*✧═════•❁❀❁•═════✧*
*꧁ ଆଜିର ରାଶିଫଳ꧂*
*✧═════•❁❀❁•═════✧*
*ମେଷ: ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।*
*✧═════•❁❀❁•═════✧*
*ବୃଷ: ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।*
*✧═════•❁❀❁•═════✧*
*ମିଥୁନ: ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରିେବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।*
*✧═════•❁❀❁•═════✧*
*କର୍କଟ: ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।*
*✧═════•❁❀❁•═════✧*
*ସି˚ହ: ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।*
*✧═════•❁❀❁•═════✧*
*କନ୍ୟା: ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।*
*✧═════•❁❀❁•═════✧*
*ତୁଳା: ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।*
*✧═════•❁❀❁•═════✧*
*ବିଛା: ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍ ଆନନ୍ଦ ମିଳିବ।*
*✧═════•❁❀❁•═════✧*
*ଧନୁ: ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।*
*✧═════•❁❀❁•═════✧*
*ମକର: ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ* ।
*✧═════•❁❀❁•═════✧*
*କୁମ୍ଭ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।*
*✧═════•❁❀❁•═════✧*
*ମୀନ: ଆଧୢାତ୍ମିକ ଭାବନାରେ ସମ ୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।*
*✧═════•❁❀❁•═════✧*