କାଲିଠୁ ଅମିତ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ

ଆସନ୍ତାକାଲିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଆସନ୍ତାକାଲି ରାତି ୧୦ଟା ୪୦ ମିନିଟରେ ସେ ଭୁବନେଶ୍ୱରରେ ପହଞ୍ଚିବେ ।ଶନିବାର ପୂର୍ବାହ୍ନ ୧୧ଟାରୁ ୧୨ଟା ଯାଏ ଜାତୀୟ ରାଜପଥ ପ୍ରକଳ୍ପ ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ ଅମିତ ଶାହ। ମଧ୍ୟାହ୍ନ ୧୨ଟାରୁ ସାଢ଼େ ୧୨ ପର୍ଯ୍ୟନ୍ତ ନକ୍ସଲ ଦମନ ପଦକ୍ଷେପ ଓ ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା