କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୩ ଶ୍ରମିକ ମୃତ
ମହାରାଷ୍ଟ୍ରର ରାଏଗଡ଼ ଜିଲ୍ଲାରେ ଘଟିଛି ଏହି ଘଟଣା। ସେହିପରି ଏହି ଦୁର୍ଘଟଣାରେ ଅନେକ ଆହତ ହୋଇଥିବା ସୂଚନା ମିଳିଛି।

କେମିକାଲ ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ । ଫଳରେ ଜଳିଗଲେ ୩ ଜଣ ଶ୍ରମିକ। ତେବେ ମହାରାଷ୍ଟ୍ରର ରାଏଗଡ଼ ଜିଲ୍ଲାରେ ଘଟିଛି ଏହି ଘଟଣା। ସେହିପରି ଏହି ଦୁର୍ଘଟଣାରେ ଅନେକ ଆହତ ହୋଇଥିବା ସୂଚନା ମିଳିଛି।
ପୋଲିସର ସୂଚନା ଅନୁଯାୟୀ, ଗତକାଲି ଫ୍ୟାକ୍ଟ୍ରିରେ କାମ ଚାଲିଥିବା ବେଳେ ହଠାତ୍ ବିସ୍ଫୋରଣ ହୋଇଥିଲା।