ହାୱଡ଼ା-ସିକନ୍ଦରାବାଦ ଫାଲକନୁମା ଏକ୍ସପ୍ରେସରେ ନିଆଁ

ବିଶାଖାପାଟଣାର ପାଗଡିପାଲି-ବୋମାଇପାଲି ନିକଟରେ ହାୱଡ଼ା-ସିକନ୍ଦରାବାଦ ଫାଲକନୁମା ଏକ୍ସପ୍ରେସରେ ନିଆଁ ଲାଗିଯାଇଛି।

ହାୱଡ଼ା-ସିକନ୍ଦରାବାଦ ଫାଲକନୁମା ଏକ୍ସପ୍ରେସରେ ନିଆଁ

ବିଶାଖାପାଟଣାର ପାଗଡିପାଲି-ବୋମାଇପାଲି ନିକଟରେ ହାୱଡ଼ା-ସିକନ୍ଦରାବାଦ ଫାଲକନୁମା ଏକ୍ସପ୍ରେସରେ ନିଆଁ ଲାଗିଯାଇଛି। ଟ୍ରେନରେ ନିଆଁ ଲାଗିବା ଯୋଗୁ ଯାତ୍ରୀମାନଙ୍କର କିଛି କ୍ଷୟକ୍ଷତି ହୋଇ ନାହିଁ। ହେଲେ ଯାତ୍ରୀଙ୍କର ଆସବାବ ପତ୍ର ପୋଡ଼ିଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରୁଛନ୍ତି 

ଟ୍ରେନ ଏକାଧିକ ବଗିରେ ନିଆଁଥିବା ଜଣାପଡ଼ିଛି। ପ୍ରବଳ ଧୁଆଁ ବାହାରିବା ଯୋଗୁ ଅଗ୍ନିଶମ ବାହିନୀଙ୍କୁ ନିଆଁକୁ ଆୟତ କରିବା ପାଇଁ ଅସୁବିଧା ସୃଷ୍ଟି ହେଉଛି।