Politics
ସୌମ୍ୟ ରଞ୍ଜନ ପଟ୍ଟନାୟକ ଓ ସୁଧାଂଶୁ ପରିଡ଼ା ବିଜେଡିରୁ ବହିଷ୍କୃତ
ଜଣେ ନୁହେଁ ଦୁଇ ଜଣ ବିଧାୟକଙ୍କୁ ବିଜେଡିରୁ ବହିଷ୍କୃତ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ପୋଲସରା ବିଧାୟକଙ୍କୁ ହତ୍ୟା ଷଡ଼ଯନ୍ତ୍ର ଅଭିଯୋଗ
ସୋଶାଲ ମିଡ଼ିଆରେ ପୂର୍ବତନ ଶ୍ରମ ରାଷ୍ଟ୍ରମନ୍ତ୍ରୀ ତଥା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଓ ତାଙ୍କ ଝିଅକୁ ହତ୍ୟା ଷଡ଼ଯନ୍ତ୍ର ଚାଟିଂକୁ ନେଇ ଥାନାରେ ଏତଲା ହୋଇଛି।
ଋଣ ଜାଲିଆତି ମାମଲାରେ ସୌମ୍ୟଙ୍କ ବିରୋଧରେ ବଢୁଛି ଅଭିଯୋଗର ଫର୍ଦ୍ଦ
ଋଣ ଜାଲିଆତି ମାମଲାରେ ସୌମ୍ୟଙ୍କ ବିରୋଧରେ ବଢୁଛି ଅଭିଯୋଗର ଫର୍ଦ୍ଦ ।
୨୨ରେ ବିଜେଡି ବିଧାୟକ ଦଳ ବୈଠକ
ଆସନ୍ତା ୨୨ ତାରିଖରେ ବିଜେଡି ବିଧାୟକ ଦଳ ବୈଠକ ବସିବ ।
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଘରକୁ ଅଣ୍ଡା ମାଡ
ଛାତ୍ର ସଂସଦ ନିର୍ବାଚନ ବନ୍ଦ ବିରୋଧରେ କଂଗ୍ରେସର ବିକ୍ଷୋଭ
୨ ବିଜେପି ନେତା ନିଲମ୍ବିତ
ବିଜେପିରୁ ନିଲମ୍ବିତ ହେଲେ ରାଜ୍ୟ କାର୍ୟ୍ୟକାରିଣୀ ସଦସ୍ୟ ରଞ୍ଜନ ପଲେଇ ଏବଂ କୋଦଳା ଏନଏସି ମଣ୍ଡଳ ସଭାପତି ମଧୁସୁଦନ ଜେନା
ଉପସଭାପତି ପଦରୁ ବହିଷ୍କାର ପରେ ସୌମ୍ୟଙ୍କ ପ୍ରତିକ୍ରିୟା
ଉପସଭାପତି ପଦରୁ ବହିଷ୍କାର ପରେ ସୌମ୍ୟଙ୍କ ପ୍ରତିକ୍ରିୟା । ମୁଖ୍ୟମନ୍ତ୍ରୀଙ୍କ ଦସ୍ତଖତ ଉପରେ ପ୍ରଶ୍ନ ଉଠାଇଲେ ସୌମ୍ୟ
ରାଜ୍ୟ କାର୍ଯ୍ୟାଳୟରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ
ବିଜେପିରେ ସାମିଲ ହେଲେ ଭଦ୍ରକ,କଟକ,କେନ୍ଦ୍ରାପଡା ,କଳାହାଣ୍ଡି ଜିଲ୍ଲାର ବିଶିଷ୍ଟ ସମାଜସେବୀ ଓ ଛାତ୍ରନେତା
ବିଜେଡି ଉପ ସଭାପତି ପଦରୁ ହଟିଲେ ସୌମ୍ୟରଞ୍ଜନ
ମୁଖ୍ୟମନ୍ତ୍ରୀ ଦସ୍ତଖତରେ ଜାରି ହେଲା ନିର୍ଦ୍ଦେଶନାମା । ସଚିବଙ୍କୁ ସମାଲୋଚନା କରିବାରୁ ବିଜେଡି ନେଲା କାର୍ଯ୍ୟାନୁଷ୍ଠାନ
ରାଜ୍ୟବାସୀ କୁହନ୍ତୁ କିଏ କାହାକୁ କ୍ଷମା ମାଗିବା ଦରକାର: ଅପରାଜିତା
ଖୋଲା ଚ୍ୟାଲେଞ୍ଜ ଦେଲେ ସାଂସଦ ଅପରାଜିତା ଷଡଙ୍ଗୀ
ସୌମ୍ୟଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ ନକରିବା କହିବା ଗ୍ରହଣୀୟ ନୁହେଁ:ସୌମ୍ୟ
ବିରୋଧୀଙ୍କ ଭାଷା କହୁଛନ୍ତି ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକ
୪ କଂଗ୍ରେସ ନେତା ଓ କର୍ମୀଙ୍କୁ ଉଠାଇନେଲା ପୋଲିସ
୪ କଂଗ୍ରେସ ନେତା ଓ କର୍ମୀଙ୍କୁ ଉଠାଇନେଲା ପୋଲିସ
ବିଜେଡିରେ ରହି ଦଳକୁ ବଦନାମ କରିବାକୁ ଅପଚେଷ୍ଟା କରୁଛନ୍ତି ସୌମ୍ୟ...
ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ରାଜ୍ୟସଭା ସଦସ୍ୟ ଅମର ପଟ୍ଟନାୟକ
ବିଜେଡି କର୍ମୀଙ୍କୁ ହତ୍ୟା ଅଭିଯୋଗ, ୨ ଅଟକ
ବିଜେଡି କର୍ମୀଙ୍କୁ ହତ୍ୟା ଅଭିଯୋଗ
ସୌମ୍ୟ ସତସାହସ ଦେଖାଇଛନ୍ତି: ଅପରାଜିତା
ବିଭିନ୍ନ ପ୍ରସଙ୍ଗ ନେଇ ବିଜେଡିର ବ୍ୟଥା ବଢ଼ାଉଥିବା ବିଜେଡି ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକଙ୍କୁ ଦଳ ଭିତରୁ ଘନ ଘନ ଟାର୍ଗେଟ କରାଯାଉଥିବାବେଳେ ସାଂସଦ ଅପରାଜିତା...
ଦଳରୁ ବାହାରି ସୌମ୍ୟ ସମାଲୋଚନା କରନ୍ତୁ : ମନ୍ତ୍ରୀ ପ୍ରତାପ ଦେବ
ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ପୁଣି ବିଜେଡିର ଟାର୍ଗେଟ ।
ସୌମ୍ୟ ବାବୁ ଯେଉଁ ପ୍ରସଙ୍ଗ ଉଠାଉଛନ୍ତି ତାହା ଯୁକ୍ତିଯୁକ୍ତ:ଜୟନାରାୟଣ
ସୌମ୍ୟ ପଟ୍ଟନାୟକଙ୍କୁ ବିଜେଡିର ସମାଲୋଚନା ପରେ ସାମ୍ନାକୁ ଆସିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର
ନବୀନ ବାବୁ ୧୫ ଦିନରେ ମତ ବଦଳାନ୍ତି: ସୌମ୍ୟ
ଦଳ ବଦଳ ପ୍ରସଙ୍ଗରେ କଡା ଉତ୍ତର ଦେଲେ ବିଧାୟକ ସୌମ୍ୟରଞ୍ଜ ପଟ୍ଟନାୟକ