ଓଡ଼ିଶା ଆସିବେ ମୋଦି-ଶାହା
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଉଭୟ ଡିଜିପି କନ୍ଫରେନ୍ସରେ ଯୋଗ ଦେବେ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ନଭେମ୍ବର ୨୯ରୁ ଭୁବନେଶ୍ବରରେ ଡିଜିପି ସମ୍ମିଳନୀ ଅନୁଷ୍ଠିତ ହେବ।