Last seen: 3 days ago
Copy Editor Of Onm
ଜମିବାଡ଼ି ବିବାଦକୁ ନେଇ ଯୁବକଙ୍କୁ ହତ୍ୟା: ୩ ମହିଳାଙ୍କ ସମେତ ୭ ଗିରଫ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକସନ୍ତପ୍ତ ପରିବାରଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ପୁଲିସ ଅଫିସର ସାଜି ଚୋରୀ କରୁଥିଲା ଚୋର । ନିଜକୁ ଜଣେ ପୁଲିସ ଅଫିସର କହି ଧମକ ଚମକ ଦେଉଥିଲା ।
ଗ୍ରୀଷ୍ମକାଳୀନ ବାତ୍ୟା ମୁକାବିଲା ନେଇ ଆଜି ବସିବ ପ୍ରସ୍ତୁତି ବୈଠକ ।
ଓଡ଼ିଶାବାସୀଙ୍କୁ ଖରା ତାତିରୁ ମିଳବ ଆଶ୍ୱସ୍ତି ।
ନାୟଗଡ଼ ଚାଇଲ୍ଡ ଲାଇନ ଏନେଇ ଖବର ପାଇବା ପରେ ନାବାଳିକା ପାଖରେ ପହଞ୍ଚିଥିଲା।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ୩ୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି।
ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆଜି ସୁପ୍ରିମକୋର୍ଟରେ ୩୩ ପୃଷ୍ଠାର ସତ୍ୟପାଠ ଦାଖଲ ହୋଇଛି।
ଦେଶ ଓ ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବାରୁ ସ୍ଥିତିକୁ ନଜରରେ ରଖି ଆଗୁଆ ସତର୍କତାମୂଳକ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର ।
ଓଡ଼ିିଶା’କୁ ହକିର ‘ଗ୍ଲୋବାଲ୍ ହବ୍’ କରିବା ଲକ୍ଷ୍ୟ ନେଇ ଓଡ଼ିଶା ସରକାର ଆଉ ୧୦ ବର୍ଷ ଭାରତୀୟ ପୁରୁଷ ଓ ମହିଳା ହକି ଦଳର ପ୍ରାୟୋଜକ ହେବା ପାଇଁ ନିଷ୍ପତ୍ତି ନେଇଛନ୍ତି...
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ସନ୍ଧ୍ୟାରେ ଭର୍ଚୁଆଲ ମାଧ୍ୟମରେ ରାଜ୍ୟର ୪ଟି ଜିଲ୍ଲାରେ ୩୫୭ଟି ରୂପାନ୍ତରିତ ହାଇସ୍କୁଲକୁ ଲୋକାର୍ପଣ କରିଛନ୍ତି।
ସୁଟର ଗୁଡ୍ଡୁ ମୁସଲିମଙ୍କୁ ଖୋଜୁଛି ୟୁପି ପୋଲିସ । କିନ୍ତୁ ଗୁଡ୍ଡୁ ମୁସଲିମ୍ ଚତୁରତାର ସହ ବାରମ୍ବାର ସ୍ଥାନ ପରିବର୍ତ୍ତନ କରିବାରେ ଲାଗିଛି ।
ଆସନ୍ତା ୪ରୁ ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।