ଚାନ୍ଦବାଲିରେ ସର୍ବାଧିକ 158.6 ମିମି ବର୍ଷା ରେକର୍ଡ

ଚାନ୍ଦବାଲିରେ ସର୍ବାଧିକ ବର୍ଷା ରେକର୍ଡ

ଚାନ୍ଦବାଲିରେ ସର୍ବାଧିକ 158.6 ମିମି ବର୍ଷା ରେକର୍ଡ

ଚାନ୍ଦବାଲିରେ ସର୍ବାଧିକ ବର୍ଷା ରେକର୍ଡ । ଗତ 24 ଘଣ୍ଟାରେ ଚାନ୍ଦବାଲିରେ ସର୍ବାଧିକ 158.6 ମିମି ବର୍ଷା ରେକର୍ଡ ହୋଇଛି । ରାଜକନିକାରେ 156.0 ମିମି ବର୍ଷା ରେକର୍ଡ ହୋଇଛି । ସେହିପରି ମାର୍ଶାଘାଇରେ ରେକର୍ଡ ହୋଇଛି 110.0 ମିମି ବର୍ଷା ।

ଓଉପଦାରେ 109.0 ମିମି ବର୍ଷା ରେକର୍ଡ କରାଯାଇଛି । ସେପଟେ ବର୍ଷା ପାଇଁ ୩ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜକୁ ଅତି ପ୍ରବଳ ବର୍ଷା ନେଇ ଜାରି ହୋଇଛି ରେଡ୍‌ ଆଲର୍ଟ ।