Tag: cctv
୪ ଶହ ସିସିଟିଭି ଦେଖି ଗିରଫ ହେଲା ଅଭିଯୁକ୍ତ
ଭୁବନେଶ୍ବର ଏୟାରଫିଲ୍ଡ ଥାନା ଲବଣଗିରିରେ ଚେନ ଲୁଟ୍ ବେଳେ ଗାଡିରୁ ପଡି ମହିଳାଙ୍କ ମୃତ୍ୟୁ ଘଟଣା
ମାର୍ଚ୍ଚ ୩୧ ସୁଦ୍ଧା ରାଜ୍ୟରେ ସବୁ ଥାନାରେ ଲାଗିବ CCTV
ଭରତପୁର ଥାନା ଘଟଣାରେ ହୋଇଥିବା ସମସ୍ତ ମାମଲାର ତଦନ୍ତ ଜାରି ରହିଥିବା ନେଇ ହାଇକୋର୍ଟଙ୍କୁ ଜଣାଇଲେ ଏଜି ।
୧୩ଟି ଥାନାରେ ସିସିଟିଭି ନାହିଁ:ADG
୧୩ଟି ଥାନାରେ ନାହିଁ ସିସିଟିଭି । ଭରତପୁର ଥାନା ମାମଲାର ଶୁଣାଣି ବେଳେ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ଉତ୍ତର ରଖିଲେ ADG ଦୟାଲ ଗଙ୍ଗୱାର୍