Tag: Cm naveen pattanaik
୩୬୮ ହିନ୍ଦି, ୨୦୮ ସଂସ୍କୃତ ଶିକ୍ଷକ ନିଯୁକ୍ତ
ଆଜି ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦି ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି
ଆଜି ଲୋକାର୍ପଣ ହେବ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ
ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ଼ ତଥା ସଂଲଗ୍ନ ଜିଲ୍ଲାବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିବେ
ଆଜି ୫ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ
ଅଧାରୁ ଅଧିକ ଜିଲ୍ଲାରେ ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନା କାର୍ଯ୍ୟକାରୀ ହୋଇସାରିଥିବା ବେଳେ ଆଜି ଆଉ ୫ଟି ଜିଲ୍ଲାରେ ଯୋଜନାର ଶୁଭାରମ୍ଭ ହେବ
ନବୀନଙ୍କ ପୁଣି ବଡ ଘୋଷଣା, ବଢିଲା କଳାକାର ଭତ୍ତା, ମିଳିବ ମାସକୁ...
ଆମର ଲୋକକଳା ଆମର ଅସ୍ମିତା ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାର ପ୍ରସାରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥାନ୍ତି।
ଗଞ୍ଜାମ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ...
ଗଞ୍ଜାମ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ସମ୍ ଶୀତଳାପଲ୍ଲୀ କ୍ୟାମ୍ପସ୍ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଲୋକାର୍ପିତ ହେଲା ସମ୍ ହସ୍ପିଟାଲ୍ର ଶୀତଳାପଲ୍ଲୀ କ୍ୟାମ୍ପସ୍
ଗର୍ଭବତୀ ମହିଳାଙ୍କୁ ଆଉ ୫ ହଜାର ନୁହେଁ, ମିଳିବ ୧୦ ହଜାର ଟଙ୍କା
ଉଲ୍ଲେଖଯୋଗ୍ୟ ଏହି ଯୋଜନା ଆରମ୍ଭ ହେବାଠାରୁ ଏ ପର୍ଯ୍ୟନ୍ତ ୬୦ ଲକ୍ଷରୁ ଉର୍ଦ୍ଧ୍ୱ ଗର୍ଭବତୀ ଓ ପ୍ରସୂତି ମା ଉପକୃତ ହେଉଛନ୍ତି।
ଯାଜପୁର ଆସି ବିକାଶ ଦେଖବାକୁ ବିରୋଧୀଙ୍କୁ ଆହ୍ବାନ ଦେଲେ କାର୍ତ୍ତିକ...
ଯାଜପୁର କୁସୁମାରୁ ବିରୋଧୀଙ୍କୁ ମାରିଲେ ବାଣ। ସାଧାରଣ ସଭାରେ ଯୋଗ ଦେଇ ବିରୋଧୀ ବିଜେପିକୁ କଡ଼ା ସମାଲୋଚନା କଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ
ରାସନ ହିତାଧିକାରୀଙ୍କୁ ମିଳିବ ହଜାରେ ଟଙ୍କା
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ୨୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି ।
ଭୁବନେଶ୍ୱରରେ ଖୋଲିଲା ବିଶ୍ବର ବୃହତ ଆଇଟି କଂପାନୀ କଗ୍ନିଜେଣ୍ଟ,...
ଭୁବନେଶ୍ୱରରେ ଖୋଲିଲା ବିଶ୍ବର ବୃହତ ଆଇଟି କଂପାନୀ କଗ୍ନିଜେଣ୍ଟ, ମୁଖ୍ୟମନ୍ତ୍ରୀ କଲେ ଉଦଘାଟନ
ଓଡ଼ିଶାରେ ଇଲେକ୍ଟ୍ରିକ୍ ଗାଡି ପ୍ଲାଣ୍ଟ ସ୍ଥାପନ କରିବ JSW
ଓଡ଼ିଶାରେ ଇଲେକ୍ଟ୍ରିକ୍ ଗାଡି ପ୍ଲାଣ୍ଟ ସ୍ଥାପନ କରିବ JSW, ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ MOU ସ୍ଵାକ୍ଷର
ବିଜେଡିର ଜାତୀୟ ମୁଖପାତ୍ର ହେଲେ ସଂତୃପ୍ତ ମିଶ୍ର
ବିଜେଡିରେ ଯୋଗ ଦେଉ ଦେଉ ସଂତୃପ୍ତ ମିଶ୍ର ଙ୍କୁ ଜାତୀୟ ମୁଖପାତ୍ର ଭାବେ ବିଜୁ ଜନତା ଦଳ ପକ୍ଷରୁ ଦାୟିତ୍ଵ ନିର୍ବାହ ପାଇଁ ନିୟୋଜିତ କରାଯାଇଛି
ବିଜେଡିରେ ମିଶିଲେ କର୍ପୋରେଟ କିଙ୍ଗ ସଂତୃପ୍ତ ମିଶ୍ର
ବିଜେଡିରେ ମିଶିଲେ ସଂତୃପ୍ତ ମିଶ୍ର । ପୂର୍ବତନ କର୍ପୋରେଟ୍ ଅଧିକାରୀ ସଂତୃପ୍ତ ମିଶ୍ର ବିଜେଡିରେ ଯୋଗ ଦେଇଛନ୍ତି ।
ଲୋକକଳା ଆମ ଜାତିର ଅସ୍ମିତା: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନା’ ରେ ଆଉ ୩୦ହଜାର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି
ଆଉ ୪ଲକ୍ଷଙ୍କୁ ମଧୁବାବୁ ପେନ୍ସନ୍
ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର।
ପ୍ରତି ୫ ବର୍ଷରେ ଓଡିଆ ଭାଷା ସମ୍ମିଳନୀ ହେବା ନେଇ କହିଲେ ମୁଖ୍ୟମନ୍ତ୍ରୀ
ଆଉ ୩ ଦିନ ବଢିଲା ବିଶ୍ୱ ଓଡିଆ ଭାଷା ସମ୍ମିଳନୀ । ଭୁବନେଶ୍ୱରର ଜନତା ମୈଦାନରେ ଶନିବାରଠାରୁ ଏହି ସମ୍ମିଳନୀ ଆରମ୍ଭ ହୋଇଥିଲା ।