Tag: dengue detect

State

୨୪୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ

ଚଳିତ ବର୍ଷ ଜୁଲାଇ ୩୦ସୁଦ୍ଧା ବିଏମ୍‌ସି ଅଞ୍ଚଳରେ ମୋଟ ୧୦ ହଜାର ୪୧ଟି ରକ୍ତ ନମୁନା ପରୀକ୍ଷା କରାଯାଇଥିବାବେଳେ ୨୪୧ ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି