Tag: #odisha news makers
୪୦ ବିଧାୟକଙ୍କ ସହ ନବୀନ ନିବାସରେ ସୁପ୍ରିମୋଙ୍କ ମନ୍ତ୍ରଣା
ବିଧାନସଭା ଅଧିବେଶନ ସରିବା ପରେ ନବୀନ ନିବାସରେ ପାଖାପାଖି ୪୦ମିନିଟ ଧରି ବିଧାୟକମାନଙ୍କ ସହିତ ଆଲୋଚନା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ
ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’
ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ଜାତୀୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ଜିନ୍ନତ ଝାଡ଼ଖଣ୍ଡରେ ପହଞ୍ଚିଛି।
ଚାଷୀଙ୍କୁ ୮୦୦ ଟଙ୍କାର ଇନ୍ପୁଟ୍ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କାର ଇନ୍ପୁଟ୍ ସହାୟତା
ଦିନକୁ ୫ ଘଣ୍ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବାକୁ ଅନୁମତି ମାଗିଲା ASI
ଡିସେମ୍ବର ୧୬ ତାରିଖରୁ ରତ୍ନ ଭଣ୍ଡାର ମରାମତି
ବିଧାନସଭାରେ ‘ପୋଲାଭରମ’ଝଡ଼
ବିଧାନସଭାରେ ଆଜି ‘ପୋଲାଭରମ ପ୍ରକଳ୍ପ’କୁ ନେଇ ବିରୋଧୀ ଓ ଶାସକ ସଭ୍ୟ ମୁହାଁମୁହିଁ ହୋଇଛନ୍ତି
ଆସନ୍ତା ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା
ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଆସିବ ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଫିଲ୍ମ ପ୍ରଯୋଜକ ଏକତା କପୁର
ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ୍ ଫିଲ୍ମ ପ୍ରଯୋଜକ ଏକତା କପୁର
ଭୁବନେଶ୍ବର ପହଞ୍ଚିଲେ ରାଷ୍ଟ୍ରପତି
ଭୁବନେଶ୍ବର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି
ରାଜ୍ୟସଭା ଉପନିର୍ବାଚନ: ବାହାରିଲା ବିଜ୍ଞପ୍ତି, ଡିସେମ୍ବର ୨୦ରେ...
ବଡ଼ ଖବର । ରାଜ୍ୟସଭା ଉପନିର୍ବାଚନ ଲାଗି ବାହାରିଲା ବିଜ୍ଞପ୍ତି । ବିଧାନସଭାରେ ବିଜ୍ଞପ୍ତି ପ୍ରକାଶ ପ୍ରକାଶ ପାଇଛି
ଜାନୁଆରୀ ୩ ରୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା
ବରଗଡ଼ ଧନୁଯାତ୍ରା ପାଇଁ ଭୁବନେଶ୍ୱର ପ୍ରଧାନ ନୂଆ କଂସ । ଆଜିର ଚୟନ ପ୍ରକ୍ରିୟାରେ କଂସ ଭୂମିକା ପାଇଁ ମନୋନୀତ ହୋଇଛନ୍ତି ।
ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ଏଡସ୍ ରୋଗୀ, ସୁବର୍ଣ୍ଣପୁରେ ସର୍ବନିମ୍ନ
୨୦୩୦ ସୁଦ୍ଧା ଶୂନ ହେବ ନୂଆ ଏଡସ୍ ଆକ୍ରାନ୍ତଙ୍କ ସଂଖ୍ୟା
ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର
ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବୃଦ୍ଧି
ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ବଢ଼ୁଛି ସନ୍ଦେହ
ଧମକ ପୂର୍ଣ୍ଣ ମେଲ୍ ପରେ ଭୁବନେଶ୍ବର ବିମାନବନ୍ଦରରେ ଅଜଣା ବ୍ୟାଗକୁ ନେଇ ସନ୍ଦେହ ବଢ଼ୁଛି।
ଡିଜିପି ସମ୍ମିଳନୀ:ଲୋକସେବା ଭବନରେ ପହଞ୍ଚିଲେ ମୋଦି, ଶାହା
ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଶନିବାର ରାଜଭବନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ୍ ଶାହା,...
ମୋଦୀଙ୍କ ମେନ୍ୟୁରେ ଓଡ଼ିଆ ଖାଦ୍ୟ
ମୋଦୀ ଖାଇଲେ ଓଡ଼ିଆ ଖାଦ୍ୟ। ଗତକାଲି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାତ୍ରି ଭୋଜନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆବାସ ଯୋଜନାର ନୂଆ ଗାଇଡ୍ଲାଇନ୍
ପ୍ରଧାନମନ୍ତ୍ରୀ ଗ୍ରାମୀଣ ଆବାସ ଯୋଜନାରେ ଘର ଦେବାକୁ ପଞ୍ଚାୟତିରାଜ ବିଭାଗ ପ୍ରସ୍ତୁତ କରିଥିବା ନୂଆ ଗାଇଡ୍ଲାଇନରେ କେତେକ ନୂଆ ବ୍ୟବସ୍ଥା ଯୋଡ଼ିଛନ୍ତି।
ଖଣ୍ଡଗିରିରେ ସେକ୍ସ ରାକେଟ୍ ଠାବ, ୪ ଯୁବତୀଙ୍କୁ ଉଦ୍ଧାର କଲା ପୋଲିସ
ରାଜଧାନୀ ଭୁବନେଶ୍ବରରେ ସେକ୍ସ ରାକେଟ ଠାବ
ପ୍ରଧାନମନ୍ତ୍ରୀଙ୍କ ୩ ଦିନିଆ ଓଡ଼ିଶା ଗସ୍ତ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏନେଇ ପ୍ରଧାନମନ୍ତୟୀଙ୍କ ଗସ୍ତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି।