Tag: #odisha news makers
ରତ୍ନଭଣ୍ଡାର ଭିତରକୁ ଗଲା ବିଶେଷଜ୍ଞ ଟିମ୍
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରକୁ ଗଲା ବିଶେଷଜ୍ଞ ଟିମ୍। ରତ୍ନଭଣ୍ଡାର ଭିତରେ ଖୋଜିବେ ଗୁପ୍ତ ସୁଡ଼ଙ୍ଗ
ଆଜି ବାଲେଶ୍ଵରର ବିଭିନ୍ନ ବନ୍ୟାଞ୍ଚଳ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ
ଲଘୁଚାପ ଜନିତ ଲଗାଣ ବର୍ଷା ପରେ ସୁବର୍ଣ୍ଣରେଖାରେ ପ୍ରଳୟଙ୍କରୀ ବନ୍ୟା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆଜି ବାଲେଶ୍ଵରର ବିଭିନ୍ନ ବନ୍ୟାଞ୍ଚଳ ଗସ୍ତ କରିବେ।
ଭରତପୁର ଥାନା ଆଇଆଇସିଙ୍କ ସମେତ ୫ ନିଲମ୍ବିତ
ଭୁବନେଶ୍ୱର ଅଧୀନ ଭରତପୁର ଥାନାରେ ସେନା ଅଧିକାରୀ ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାରେ ୫ ଜଣ ପୁଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି...
ଆତିଶି ମର୍ଲେନା ହେବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶି ମର୍ଲେନା । ଆପ୍ ବିଧାୟକ ଦଳ ବୈଠକରେ ଆତିଶିଙ୍କ ନାଁ ଉପରେ ମୋହର ଲାଗିଛି
ଭୁବନେଶ୍ୱର କହୁଛି ହାପିବାର୍ଥ ଡେ’ ମୋଦୀ
ସେପ୍ଟେମ୍ବର ୧୭ତାରିଖ ଜନ୍ମଦିନ ଅବସରରେ ଭୁବନେଶ୍ୱରରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀ
ମୋଦିଙ୍କ ଭୁବନେଶ୍ୱର ଗସ୍ତ ପାଇଁ ଜାରିହେଲା ଟ୍ରାଫିକ କଟକଣା
କାଲି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଇସ୍ତଫାର ୧୫ ଦିନ ମଧ୍ୟରେ ନିଜ ବଙ୍ଗଳା ଛାଡିବେ କେଜ୍ରିୱାଲ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ହଠାତ୍ ତାଙ୍କ ଇସ୍ତଫା ଘୋଷଣା କରିଥିଲେ
ସ୍ଥଗିତ ରହିଲା ମୋଦିଙ୍କ ରୋଡ ଶୋ' କାର୍ଯ୍ୟକ୍ରମ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଟାଟାନାଗର ଅର୍ଥାତ୍ ଜାମସେଦପୁରରେ ପହଞ୍ଚି ପାରିବେ ନାହିଁ
ଅକ୍ଟୋବର ୫ ସୁଦ୍ଧା ସବୁ ସହରର ରାସ୍ତା ମରାମତି କାମ ସରିବ
ଅକ୍ଟୋବର ୫ ତାରିଖ ସୁଦ୍ଧା ଦ୍ୱୈତ ନଗରୀ ସମେତ ରାଜ୍ୟର ସବୁ ସହରରେ ସରିବ ରାସ୍ତା ମରାମତି କାମ
କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ, ୩ ଶ୍ରମିକ ମୃତ
ମହାରାଷ୍ଟ୍ରର ରାଏଗଡ଼ ଜିଲ୍ଲାରେ ଘଟିଛି ଏହି ଘଟଣା। ସେହିପରି ଏହି ଦୁର୍ଘଟଣାରେ ଅନେକ ଆହତ ହୋଇଥିବା ସୂଚନା ମିଳିଛି।
ଅରବିନ୍ଦ କେଜ୍ରିୱାଲଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ବେଲ୍
ସିପିଆଇଏମ ନେତା ସୀତାରାମ ୟେଚୁରୀଙ୍କ ପରଲୋକ
ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟି ସିପିଆଇ (ଏମ୍) ସାଧାରଣ ସମ୍ପାଦକ ସୀତାରାମ ୟେଚୁରିଙ୍କ ପରଲୋକ ହୋଇଛି
କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି; ସରକାରୀ କର୍ମଚାରୀଙ୍କ...
ଗୋପାଳପୁର ବନ୍ଦରର ୯୫% ଅଂଶଧନ ଆଦାନୀ ପୋର୍ଟକୁ ହସ୍ତାନ୍ତର ହେବ। ଓଡ଼ିଶା ଷ୍ଟିଭେଡର୍ସ ହାତରେ ରହିବ ମାତ୍ର ୫% ଅଂଶଧନ।
ବରଗଡ଼ରେ ସପ୍ତାହେ ମଧ୍ୟରେ ୩ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ମୃତ୍ୟୁ
ବରଗଡ଼ରେ ସ୍କ୍ରବ ଟାଇଫସ ଆତଙ୍କ। ସପ୍ତାହେ ମଧ୍ୟରେ ଏଠାରେ ୩ ଜଣ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି








