Tag: #odisha news makers

Bhubaneswar

ରାଜଧାନୀରେ ଗୁଣି ଗାରେଡ଼ି

ରାଜଧାନୀରେ ଚାଲିଥିଲା ଗୁଣି ଗାରେଡ଼ି । ଘର ଭିତରେ ଚାରି ଆଡେ଼ ଗାତ ଖୋଳି ଚାଲିଥିଲା ତନ୍ତ୍ର ପୂଜା

State

ଜିଲ୍ଲାପାଳ, ଏସ୍‌ପିଙ୍କୁ ସୁରକ୍ଷା ମାଗିଲେ ଧର୍ମଶାଳା ବିଧାୟକ

ଯାଜପୁର ଜିଲ୍ଲା ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଭୟଭୀତ ହୋଇ ପ୍ରଶାସନକୁ ସୁରକ୍ଷା ମାଗିଛନ୍ତି

State

ଡାକ୍ତର ହେବେ ବଣ୍ଡା ଛାତ୍ର, ସମଗ୍ର ବଣ୍ଡାଘାଟିରେ ଖୁସିର ଲହରୀ

ଡାକ୍ତର ବନିବେ ବଣ୍ଡା ଛାତ୍ର। ମାଲକାନଗିରି ଜିଲ୍ଲା ଖଇରାପୁଟ ବ୍ଲକ ବଣ୍ଡାଘାଟିର ଛାତ୍ର ବଙ୍ଗଳା ମୁଦୁଲି ନିଟ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି।

State

୩୧ ଯାଏଁ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ଗୁରୁବାର  ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ

State

ମାହାଙ୍ଗା ଡବଲ ମର୍ଡର ମାମଲା, ୯ ଜଣଙ୍କୁ ଆଜୀବନ କାରାଦଣ୍ଡ

ବହୁଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ଘଟଣାର ପ୍ରକାଶ ପାଇଲା ରାୟ

State

ASIକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି

ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ASI ଡିଜିଙ୍କୁ ଚିଠି ଲେଖିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ

State

ଏସସିବିରେ ଦୁଷ୍କର୍ମ ଘଟଣା; ବହିଷ୍କୃତ ହେଲେ ଅଭିଯୁକ୍ତ ଡାକ୍ତର

କଟକ ଏସସିବି ମେଡିକାଲରେ ୨ ଜଣ ମହିଳାଙ୍କ ସହ ଦୁଷ୍କର୍ମ କରିଥିବା ଅଭିଯୋଗରେ ଡାକ୍ତରଙ୍କ ବିରୋଧରେ ହୋଇଛି କାର୍ଯ୍ୟାନୁଷ୍ଠାନ

State

ଅବକାରୀ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ସଂପୂର୍ଣ୍ଣ ବନ୍ଦ ହେବ...

ଡ୍ୟାନ୍ସ ବାର୍ କୁ ନେଇ ବଡ଼ ବୟାନ ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

State

ଓଡିଶାର ବେକାରୀ ହାର ଅଧିକ

ସର୍ବଭାରତୀୟ ସ୍ତରଠୁ ଓଡିଶାର ବେକାରୀ ହାର ଅଧିକ

State

ଆଜିର ଦିନରେ ଚନ୍ଦ୍ରକୁ ଛୁଇଁ ଇତିହାସ ରଚିଥିଲା ଭାରତ

ଆଜି ସାରା ଦେଶ ପାଳୁଛି ପ୍ରଥମ ଜାତୀୟ ମହାକାଶ ଦିବସ

State

ବିଷାକ୍ତ ମଦମୃତ୍ୟୁ ଘଟଣା, ମୃତକଙ୍କ ସଂଖ୍ୟା ୨କୁ ବୃଦ୍ଧି

ବିଷାକ୍ତ ମଦ ପିଇ ୨୦ରୁ ଉର୍ଦ୍ଧ୍ବ ଅସୁସ୍ଥ ଘଟଣା ।ମୃତକଙ୍କ ସଂଖ୍ୟା ୨କୁ ବୃଦ୍ଧି

State

ମଧ୍ୟାହ୍ନ ଭୋଜନ ସହାୟତା ରାଶି ଟଙ୍କାଏ ବଢିବ: ବିଦ୍ୟାଳୟ ଓ ଗଣଶିକ୍ଷା...

ସ୍କୁଲ ପିଲାଙ୍କ ମଧ୍ୟାହ୍ନ ଭୋଜନ ସହାୟତା ରାଶି ବୃଦ୍ଧି କରାଯିବ। ମିଲ୍‌ ପିଛା ସହାୟତା ୧ ଟଙ୍କା ବୃଦ୍ଧି ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ...

State

ରାଜ୍ୟସଭା ନିର୍ବାଚନ: ପ୍ରାର୍ଥୀପତ୍ର ଭରିଲେ ମମତା ମହନ୍ତ

ମମତା ମହାନ୍ତ ହେଲେ ବିଜେପିର ରାଜ୍ୟସଭା ପ୍ରାର୍ଥୀ।

State

୪୫ ବର୍ଷ ପରେ ପୋଲାଣ୍ଡ ଗସ୍ତରେ ପ୍ରଧାନମନ୍ତ୍ରୀ

ଆଜି ପୋଲାଣ୍ଡ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

State

ଭିତରକନିକାରେ ଅଛନ୍ତି ୧୮୫୦ ବଉଳା କୁମ୍ଭୀର

୨୦୨୪ ମସିହାରେ କରାଯାଇଥିବା ପଶୁ ପକ୍ଷୀ ଓ ବନ୍ୟପ୍ରାଣୀ ଗଣନା ଅନୁଯାୟୀ ଭିତରକନିକାରେ ୧୮୫୦ ବଉଳା କୁମ୍ଭୀର, ସାତକୋଶିଆରେ ୯୭, ଶିମିଳିପାଳରେ ୭୬, ଘୋଡ଼ହାଡ଼...

National

ଏମ୍ସ, ଓପୋଲୋ ସମେତ ଅନେକ ହସ୍ପିଟାଲକୁ ବୋମା ମାଡ଼ ଧମକ

ଦେଶର ବଡ଼ ବଡ଼ ହସପିଟାଲକୁ ଉଡ଼ାଇବାକୁ ଧମକ

State

ପୁରୀ ବେଳାଭୂମିରୁ ମଣିଷ ଖପୁରୀ ଓ ନରକଙ୍କାଳ ଉଦ୍ଧାର

ପୁରୀ ବେଳାଭୂମି ନିକଟରେ ଥିବା ଷ୍ଟର୍ଲିଙ୍ଗ ହୋଟେଲ ରାସ୍ତା ପାଖରେ ଜଣଙ୍କର ଖପୁରୀ ସହ ଶରୀରର କିଛି ଅଂଶ  ପଡିଥିବା ଦେଖିବାକୁ ମିଳିଛି

State

ମଦ ପିଇବା ପରେ ୧୫ ଅସୁସ୍ଥ, କାରଣ ଖୋଜୁଛି ପୋଲିସ୍

ଦେଶୀ ମଦ ପିଇବା ପରେ ୧୫ରୁ ଅଧିକ ଅସୁସ୍ଥ । ୨ ଜଣଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁରର ଏମକେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଛି