Tag: #odisha news makers

State

ଓଡ଼ିଶାକୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍

ଓଡ଼ିଶାକୁ ଗଡ଼ିଲା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍

State

ପଞ୍ଚାୟତିରାଜ ପ୍ରତିନିଧିମାନଙ୍କ ପାରିତୋଷିକ ଓ ବୈଠକ ଭତ୍ତାରେ ବୃଦ୍ଧି:ମୁଖ୍ୟମନ୍ତ୍ରୀ

ରାଜ୍ୟର ପଞ୍ଚାୟତିରାଜ ପ୍ରତିନିଧିମାନଙ୍କର ପାରିତୋଷିକ ଓ ଭତ୍ତା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବୃଦ୍ଧି କରିଛନ୍ତି

National

ଅମିତ ଶାହାଙ୍କୁ ଭେଟିଲେ ରାଜ୍ୟପାଳ

ଓଡ଼ିଶାରେ ମେଣ୍ଟ ଚର୍ଚ୍ଚା ଭିତରେ ରାଜ୍ୟପାଳ ରଘୁବର ଦାସ ସୋମବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଛନ୍ତି

National

ଅବଦୁଲ କଲାମ ଦ୍ୱୀପରେ ଅଗ୍ନି–୫ର ପରୀକ୍ଷଣ

ଅବଦୁଲ କଲାମ ଦ୍ୱୀପରେ ଅଗ୍ନି – ୫ର ପରୀକ୍ଷଣ

State

ଓଡ଼ିଶାର ଦୀର୍ଘତମ ଫ୍ଲାଏଓଭର ଓ ଦୀର୍ଘତମ ସେତୁର ଆଜି ଲୋକାର୍ପଣ କରିବେ...

ଆଜି ବିଭିନ୍ନ ଜିଲ୍ଲାରେ ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

State

ବ୍ଲକ ଗ୍ରାଣ୍ଟ କର୍ମଚାରୀଙ୍କ ପାଇଁ ବିଭିନ୍ନ ସେବା ସୁବିଧା ଘୋଷଣା...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବିଭିନ୍ନ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚତର ଶିକ୍ଷା ଅନୁଷ୍ଠାନରେ କାର୍ଯ୍ୟ କରୁଥିବା ବ୍ଲକ ଗ୍ରାଣ୍ଟ ଅନୁଦାନ...

Sundargarh

ଇବ ନଦୀରୁ ୩ ମୃତଦେହ ଉଦ୍ଧାର

 ସୁନ୍ଦରଗଡ଼ ସହର ନିକଟସ୍ଥ ସେମିନାରେ ଇବ୍ ନଦୀରେ ଗତକାଲି ଗୋଟିଏ ପରିବାରର ୩ ଜଣ ସଦସ୍ୟ ବୁଡ଼ି ଯାଇଥିବା ବେଳେ ଆଜି ସମସ୍ତଙ୍କ ମୃତଦେହ ଉଦ୍ଧାର କରାଯାଇଛି

State

କାହାର ପ୍ରୋତ୍ସାହନ ରାଶି ବୃଦ୍ଧି କଲେ ସରକାର, ଜାଣନ୍ତୁ

ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର

State

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଏମାନଙ୍କୁ ମିଳିବ ବର୍ଷକୁ ୧୫ ଦିନର ସାମୟିକ...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ସମସ୍ତ ନୂତନ ଅନୁଦାନ ପ୍ରାପ୍ତ ଶିକ୍ଷାନୁଷ୍ଠାନର କର୍ମଚାରୀମାନଙ୍କ ପାଇଁ  ବର୍ଷକୁ ୧୫ ଦିନର ସାମୟିକ ଛୁଟି ଏବଂ...

National

ମେ ୧୦ରୁ ଭକ୍ତଙ୍କ ପାଇଁ ଖୋଲିବ କେଦାରନାଥ ମନ୍ଦିର

ଭକ୍ତଙ୍କ ପାଇଁ ଖୋଲିବ କେଦାରନାଥ ମନ୍ଦିର । ଆସନ୍ତା ମେ ୧୦ ତାରିଖ ସକାଳ ୭ଟାରୁ କେଦାରନାଥ ମନ୍ଦିରର ଦ୍ୱାର ଫିଟାଯିବ

State

ବଢ଼ିଲା କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ) ବଢ଼ାଇଛନ୍ତି ସରକାର

Politics

ଓଡିଶା ଆସୁଛନ୍ତି ଅମିତ ଶାହା

ଓଡିଶା ଆସୁଛନ୍ତି ଅମିତ ଶାହା। ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସିବାର କାର୍ୟ୍ୟକ୍ରମ ରହିଛି

State

ଆଶା କର୍ମୀଙ୍କ ମାସିକ ପାରିଶ୍ରମିକ ବୃଦ୍ଧି

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶା କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି

Bhubaneswar

ଭୁବନେଶ୍ୱରର ଏକ ଖବରକାଗଜ ଅଫିସରେ ଇଡି ରେଡ୍

ପୁଣି ଆକ୍ସନ ମୁଡକୁ ପଳାଇ ଆସିଛି ଇଡି

State

ଭାଷଣ ଓ ଭବିଷ୍ୟବାଣୀକୁ ନେଇ ଚର୍ଚ୍ଚାରେ ଶ୍ରମମନ୍ତ୍ରୀ ସାରଦା ନାୟକ

ବିଭିନ୍ନ ସମୟରେ ରାଜ୍ୟ ଶ୍ରମମନ୍ତ୍ରୀ ସାରଦା ନାୟକ ଚର୍ଚ୍ଚାରେ ରୁହନ୍ତି

State

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ‘ନବୀନ କାର୍ଡ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ,...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ବିଏସକେଓ୍ବାଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି...

State

ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ହେଲିକପ୍ଟରରେ ଗଲେ ଚଣ୍ଡିଖୋଲ

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି