Tag: tiger death

Angul

କଲରାପତରିଆ ବାଘର ମୃତ୍ୟୁ

ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଅନ୍ତର୍ଗତ ମିଣ୍ଡୋଳ ଗାଁ ମଠ ନିକଟସ୍ଥ କାଜୁ ବଗିଚା ପରିସରରେ ବିଦ୍ୟୁତ୍‌ ଫାଶରେ ପଡି ଏକ କଲରାପତରିଆ ବାଘର ମୃତ୍ୟୁ ଘଟିଛି।