ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲା ନେଇ ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ

ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲା ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ

ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲା ନେଇ  ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ

ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲା ନେଇ

ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ

15/02/2023:

ପୁଣି ହାଇକୋର୍ଟଙ୍କ  ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ | ଅର୍ଥତତ୍ତ୍ବ ଚିଟଫଣ୍ଡ ଠକେଇ ମାମଲା ନେଇ ଆଉଥରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ । ସିବିଆଇ ରୁଜୁ କରିଥିବା ମାମଲାକୁ ଖାରଜ କରିବା ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି ପ୍ରଭାତ। ଜଷ୍ଟିସ ଆର କେ ପଟ୍ଟନାୟକଙ୍କ ଖଣ୍ଡପୀଠରେ ଏହି ମାମଲାର ଶୁଣାଣୀ ହୋଇଛି । ବର୍ତ୍ତମାନ ସୁଦ୍ଧା ସିବିଆଇ ତଦନ୍ତ ଶେଷ ହୋଇନାହିଁ କି ଚାର୍ଜସିଟ୍ ଦାଖଲ ହୋଇନାହିଁ । ଏଭଳି ସ୍ଥିତିରେ ନିମ୍ନ ଅଦାଲତରେ ମାମଲାର ଟ୍ରାଏଲ କରାଯିବା ଅନୁଚିତ ବୋଲି ଆବେଦନକାରୀଙ୍କ ପକ୍ଷରୁ ବିବରଣୀରେ ଦର୍ଶା ଯାଇଛି। ଆସନ୍ତା ମାର୍ଚ୍ଚ ୨ ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣୀ ପାଇଁ କୋର୍ଟ ଦିନ ଧାର୍ଯ୍ୟ କରିଛନ୍ତି।